Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

କୋଲକାତାର ବାଗ୍‌ବଜାରରେ ଭୀଷଣ ଅଗ୍ନିକାଣ୍ଡ, ନିଆଁ ଲିଭାଇବାକୁ ଲାଗିଛି ୨୦ ଦମକଳ

13/01/2021 at 8:48 PM

କୋଲକାତା ୧୩/୦୧: ଜଳୁଛି କୋଲକାତାରା ବାଗ୍‌ବଜାର। ବୁଧବାର ବାଗ୍‌ବଜାର ଅଞ୍ଚଳରେ ଥିବା ବସ୍ତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ନିଆଁ ଲଭା କାର୍ଯ୍ୟରେ ୨୦ଟି ଦମକଳ ମୁତୟନ ହୋଇଛି । ନିଆଁ ଲିଭା କାର୍ଯ୍ୟ ଏବେ ବି ଜାରି ରହିଛି। ଭୀଷଣ ଅଗ୍ନିକାଣ୍ଡ ଯୋଗୁ ଯାତାୟତ ବାଧାପ୍ରାପ୍ତ ମଧ୍ୟ ହୋଇଛି।

ମିଳିଥିବା ସୂଚନା ଅନୁସାରେ ବସ୍ତିର ଅନେକ ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ତେବେ ବସ୍ତି ଅଞ୍ଚଳରେ ଭୀଷଣ ଶବ୍ଦ ଶୁଭିଥିଲା। ତେଣୁ ଅଗ୍ନିକାଣ୍ଡ ସିଲିଣ୍ଡର ଫାଟି ହୋଇଥିବା ନେଇ ପୋଲିସ ସନ୍ଦେହ କରୁଛି। ଏହି ଭୟଙ୍କର ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିପାରିନାହିଁ।

   Related Posts