Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ସଟ୍ ଡାଉନ୍‌ ପାଇଁ ୧୧ ଜିଲ୍ଲାରେ ମାଟ୍ରିକ୍ ଖାତା ମୂଲ୍ୟାୟନ ବନ୍ଦ

6/06/2020 at 1:17 PM

ଭୁବନେଶ୍ବର ୬।୬: ରାଜ୍ୟର ୧୧ଟି ଜିଲ୍ଲାରେ ମାଟ୍ରିକ ଖାତା ମୂଲ୍ୟାୟନ ବନ୍ଦ ରହିଲା । ସଟ୍ ଡାଉନ୍ ପାଇଁ ମୂଲ୍ୟାୟନ ବନ୍ଦ କରାଯାଇଥିବା ଜଣାପଡିଛି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ପୂର୍ବରୁ ମାଟ୍ରିକ୍ ଖାତା ମୂଲ୍ୟାୟନକୁ ନେଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଯାତାୟତରେ ଅସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ବିଦ୍ୟାଳୟ ଶିକ୍ଷକ ସଂଘ, ଓଷ୍ଟା ସଟ୍ ଡାଉନ୍ ସମୟରେ ମୂଲ୍ୟାୟନ ବନ୍ଦ ରଖିବା ପାଇଁ ଦାବି କରିଥିଲା । ଏନେଇ ଆଲୋଚନା କରାଯାଇଥିଲା । ଏହାପରେ ବନ୍ଦ ହେବା ନେଇ ନିଷ୍ପତ୍ତି ନିଆଯାଇଛି ।

ବର୍ତ୍ତମାନ ରାଜ୍ୟର ୬୦ ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ମୂଲ୍ୟାୟନ କରାଯାଉଛି । କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ସାମାଜିକ ଦୂରତ୍ବ ଅବଲମ୍ବନ କରି ଖାତା ଦେଖା ଚାଲିଥିଲା ।

   Related Posts