Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପରୀକ୍ଷା ଦେବାରୁ ବଞ୍ଚିତ ହେଲେ ଛାତ୍ର ; ଟ୍ରକ୍ ଧକ୍କାରେ ଛାତ୍ର ଗୁରୁତର

22/02/2019 at 3:28 PM

କାମାକ୍ଷାନଗର ୨୨|୨ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ବାଇକ୍ ଧକ୍କାରେ ପରୀକ୍ଷାର୍ଥୀ ଗୁରୁତର ହୋଇଛନ୍ତି । ବାରିହାପୂର ବିଶ୍ବାଳ ଢାବା ସମ୍ମୁଖରେ ପରୀକ୍ଷାର୍ଥୀଙ୍କ ବାଇକକୁ ଧକ୍କାଦେଲା ଟ୍ରକ୍। ଫଳରେ ପରୀକ୍ଷାର୍ଥୀ ଗୁରୁତର ହୋଇଛନ୍ତି । ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି ଛାତ୍ର । ଗୁରୁତର ଅବସ୍ଥାରେ ଛାତ୍ରୀ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଛାତ୍ର ହେଲେ ମୁକ୍ତାପଶି ହାଇସ୍କୁଲର ବୁଲୁ ନାୟକ। ଛାତ୍ର ଜଣଙ୍କ ତାଙ୍କ ବାପା ଓ ଭାଇଙ୍କ ସହିତ ପରିକ୍ଷାଦେବାକୁ କଙ୍କଡାସୋଡା ହାଇସ୍କୁଲକୁ ଯାଉଥିଲେ। ଦୁର୍ଘଟଣାରେ ଛାତ୍ରଙ୍କ ସହିତ ଥିବା ବାପା ଓ ଭାଇ ମଧ୍ୟ ଗୁରୁତର ହୋଇ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇଛନ୍ତି।ବାପା ହେଲେ ମହେଶ୍ବର ନାୟକ ଓ ଭାଇ ଶାନ୍ତନୁ ନାୟକ। ଛାତ୍ରଙ୍କ ଆଣ୍ଠୁରେ ଆଘାତ ଲାଗିଥିବାରୁ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ସୂଚନା। ଅଧିକ ଚିକିତ୍ସା ପାଇଁ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟାଳୟାକୁ ସ୍ଥାନାନ୍ତର କରାଯାଇଛି।

   Related Posts