ମେ’ ୩ରୁ ମାଟ୍ରିକ ଏବଂ ୧୫’ରୁ ଯୁକ୍ତ ୨ ପରୀକ୍ଷା
2/01/2021 at 6:11 PM

ଭୁବନେଶ୍ବର୨/୧: ମେ’ ୩ରୁ୧୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ସେହିପରି ମେ’ ୧୫ ତାରିଖରୁ ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ଜାନୁଆରୀ ୮ ତାରିଖରୁ ଓଡଶାରେ ସ୍କୁଲ ଖୋଲିବ। ରବିବାର-ଶନିବାର ସ୍କୁଲରେ ପାଠ ପଢ଼ା ହେବ। ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ସ୍କୁଲରେ ପାଠ ପଢ଼ା ଜାରି ରହିବ। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ସ୍କୁଲରେ ୧୦୦ ଦିନ ଛାତ୍ରଛାତ୍ରୀ ପାଠ ପଢ଼ିବେ।
Related Posts
ଟଙ୍କା ପାଇଁ ନୃଶଂସ ପାଲଟିଲା ପୁଅ, କାଟିଲା ମାର ବେକ
16 January 2021
ଶୌଚ କରିବାକୁ ଯାଇ ମହିଳା ଗଣଦୁଷ୍କର୍ମର ଶିକାର: ଦିଅର ଗିରଫ, ପୁତୁରା ଫେରାର
16 January 2021