Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

25/07/2020 at 2:13 PM

ଭୁବନେଶ୍ୱର, ୨୫|୦୭: ଚଳିତ ମାସ ଶେଷ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । ଦିନେ ଦୁଇଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ହେବା ନେଇ ତାରିଖ ପ୍ରକାଶ ପାଇବ ବୋଲି କହିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ସଭାପତି ।

ରାଜ୍ୟରେ କରୋନା ଆତଙ୍କ ପାଇଁ ଖାତା ଦେଖା ବିଳମ୍ବ ହୋଇଥିଲା । ଏପରିକି ଖାତାଦେଖା ପରେ ମୂଲ୍ୟାୟନ ପ୍ରକ୍ରିୟାରେ ମଧ୍ୟ ବିଳମ୍ବ ହୋଇଥିଲା । ତେଣୁ ମାଟ୍ରିକ ରେଜଲ୍ଟ ପ୍ରକାଶରେ ଡେରି ହେବା ନେଇ ଅନୁମାନ କରାଯାଉଥିଲା । ତେବେ ଅପେକ୍ଷାର ଅନ୍ତ ଘଟିଛି । ଚଳିତ ମାସ ଶେଷ ସୁଦ୍ଧା ଅର୍ଥାତ ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ବାହାରିବ ବୋଲି ସୂଚନା ମିଳିଛି । କେଉଁ ତାରିଖରେ ରେଜଲ୍ଟ ପ୍ରକାଶିତ ହେବ ସେନେଇ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ସୂଚନା ଦିଆଯିବ ବୋଲି କହିଛନ୍ତି ବୋର୍ଡ ସଭାପତି ।

   Related Posts