Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଭୁଲ୍ ଖବର ଶୁଣି ଅନ୍ଧାର ହୋଇଗଲା ସବୁ : ଆତ୍ମହତ୍ୟା କରିଦେଲେ ଛାତ୍ରୀ, ପରେ ରେଜଲ୍ଟ ଜଣାପଡିଲା ପାସ୍

29/07/2020 at 1:48 PM

ପଟ୍ଟମୁଣ୍ଡାଇ ୨୯।୭: ମାଟ୍ରିକ୍ ଛାତ୍ରୀଙ୍କ ଆତ୍ମହତ୍ୟା । ପରୀକ୍ଷା ଫଳ ବାହାରିବାର କିଛି ସମୟ ପରେ ଛାତ୍ରୀଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ସୂଚନା ମିଳିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ପଟ୍ଟାମୁଣ୍ଡାଇ ପୌରପରିଷଦ ବାଲିପଡା ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ଆଜି ଚଳିତବର୍ଷର ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଲିପଡା ଗ୍ରାମର ବର୍ଷା ରାଣୀ ସାହୁ ତାଙ୍କର ପରୀକ୍ଷା ଫଳ ବାହାରିବାକୁ ନେଇ ଆଶା ଆଶଙ୍କାରେ ଥିଲେ । କେହି ଜଣେ ବର୍ଷା ମାଟ୍ରିକ୍ ପରୀକ୍ଷାରେ ଫେଲ୍ ହୋଇଛନ୍ତି ବୋଲି ମିଛ ଖବର ଦେଇଥିଲେ । ଯାହା ଶୁଣିବା ପରେ ବର୍ଷା ମାନସିକ ଭାରସାମ୍ୟ ହରାଇ ଘରେ ଏକ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ଅନ୍ୟପଟେ ଖବର ନେବାରୁ ବର୍ଷା ପରୀକ୍ଷାରେ ପାସ୍ ହୋଇଥିବା ଜଣାପଡିଛି । ବର୍ଷାକୁ ପଟ୍ଟାମୁଣ୍ଡାଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି ।

   Related Posts