Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା : ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପାଇଁ ପରୀକ୍ଷା ଦେବେ ମୋଟ ୨୮ ହଜାର ପରୀକ୍ଷାର୍ଥୀ

8/07/2019 at 7:42 AM

ଭୁବନେଶ୍ବର ୮/୭: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜିଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ୨ୟ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଆରମ୍ଭ ହେଉଛି । ଏଥର ୨୭,୬୧୬ ଜଣ ପରୀକ୍ଷାର୍ଥୀ ୧୨୨ଟି କେନ୍ଦ୍ରରେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ ।  ସପ୍ଲି ମେଣ୍ଟାରୀ ପରୀକ୍ଷା ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ପାଇଁ  ଗୋଟିଏ ସିଟ ଓ ଗୋଟିଏ ପ୍ରଶ୍ନପତ୍ର ହୋଇଛି । 

ଏହି ପରୀକ୍ଷା ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ ।ସେହିପରି ୯୦୩୩ ଜଣ ପରୀକ୍ଷାର୍ଥୀ ୫୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେବେ। ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ ତାରିଖରେ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖରେ ଶେଷ ହେବ । ତେବେ କପି ରୋକିବା ଓ ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବା ସହ  ପରୀକ୍ଷା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

   Related Posts