Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଜୁଲାଇ ୮ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

13/06/2019 at 3:06 PM

କଟକ ୧୩|୬: ଜୁଲାଇ ୮ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା  । ଜୁଲାଇ ୧୪ ରେ ଶେଷ ହେବ । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୮ରୁ ୧୬ ଯାଏଁ ଚାଲିବ । ସକାଳ ୯ଟାରୁ ପରୀକ୍ଷା ହୋଇ  ୧୧ଟା ୩୦ରେ ଶେଷ  ହେବ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ସଂପାଦକ ସୂଚନା ଦେଇଛନ୍ତି ।  ମେ’ ୨୧ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଚଳିତ ବର୍ଷ ୫ ଲକ୍ଷ ୬୨ ହଜାର ୨୧୩ ପିଲା ପରୀକ୍ଷା ଦେଇଥିଲେ। ଏଥିରେ ୩ ଲକ୍ଷ ୯୭ ହଜାର ୧୨୫ ଛାତ୍ରଛାତ୍ରୀ ପାସ୍ କରିଥିଲେ।

   Related Posts