Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ ମାୟାବତୀ!

20/03/2019 at 12:51 PM

ନୂଆଦିଲ୍ଲୀ ୨୦/୩: ବହୁଜନ ସମାଜବାଦୀ ପାର୍ଟିର ସୁପ୍ରିମୋ ମାୟାବତୀ ଆଗାମୀ ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ପାର୍ଟିର ମେଣ୍ଟ ଏବେ ମଜବୁତ  ଅବସ୍ଥାରେ ରହିଛି। ଏବେ ତାଙ୍କର ଜିତିବାଠାରୁ ଜରୁରୀ ହେଉଛି ମେଣ୍ଟର ସଫଳତା।

ଯଦି ନିର୍ବାଚନ ପରେ ଏପରି କୈାଣସି ସ୍ଥିତି ଉତ୍ପନ୍ନ ହୁଏ ତେବେ ସେ ଯେକୈାଣସି ସିଟକୁ ଖାଲି କରି ନିର୍ବାଚନ ଲଢ଼ି ପାରିବେ ଏବଂ ଜିତି ପାରିବେ ବୋଲି କହିଛନ୍ତି ମାୟାବତୀ। ସେ ଆହୁରି ମଧ୍ୟ କହିଛନ୍ତି ଯେ ବହୁଜନ ସମାଜବାଦୀ ପାର୍ଟି ଆନ୍ଦୋଳନ ବିରୁଦ୍ଧରେ ବିରୋଧୀ ବିଭିନ୍ନ ପ୍ରକାରର ରଣକୈାଶଳ ଗ୍ରହଣ କରୁଛନ୍ତି।

   Related Posts