Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ

18/07/2019 at 9:52 AM

ବାରିପଦା ୧୮|୭: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲା କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ହୃଦେଶ୍ଵର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ବାରିପଦା ପ୍ରଫୁଲ୍ଲନଗର ସ୍ଥିତ ନିଜ ବାସଭବନ, ଉଦଳା ସ୍ଥିତ ନୁଦଡିହା ପୈତୃକ ଘର, ବାଙ୍ଗିରିପୋଷି ସ୍ଥିତ କତରା ଗାଁ ଶ୍ବଶୁରଘର ଏବଂ ଭୁବନେଶ୍ବର ସ୍ଥିତ ଫ୍ଲାଟ୍ ସହିତ କାର୍ଯ୍ୟାଳୟରେ ଏକସଙ୍ଗେ ଚଢ଼ାଉ ଜାରି ରହିଛି ।

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ବର୍ତ୍ତମାନ ଯାଏଁ ଜମିବାଡି ସମ୍ପର୍କିତ ବହୁ କାଗଜପତ୍ର ଲ‍ଗିଛି ଭିଜିଲାନ୍ସ ହାତରେ।

   Related Posts