Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ଆଜିଠୁ ଏମବିବିଏସ ବିଡିଏସ ସିଟ୍ ପାଇଁ ସ୍ପଟ ନାମ ଲେଖା ଆରମ୍ଭ

20/08/2018 at 4:44 AM

ଭୁବନେଶ୍ୱର ୨୦/୮ : ଆଜିଠୁ ଏମବିବିଏସ ବିଡିଏସ ସିଟ୍ ପାଇଁ ସ୍ପଟ ନାମ ଲେଖା ଆରମ୍ଭ ହୋଇଛି । ସକାଳ ୧୦ ଟାରୁ ଅପରାହ୍ନ ୫ ଟା ଯାଇଁ ଚାଲିବ ନାମ ଲେଖା । ଓଜେଇଇ କାର୍ଯ୍ୟାଳୟରେ ଛାତ୍ରଛାତ୍ରୀ ନାମ ଲେଖାଇବେ । ନାମଲେଖା ପ୍ରକ୍ରିୟା ୩ ଦିନ ଧରି ଚାଲିବ। ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପରେ ବଳକା ପଡିଥିବା ୨୩୨ଟି ଏମବିବିଏସ ଓ ବିଡିଏସ ସିଟ୍ ପାଇଁ ନାମ ଲେଖା ହେଉଛି । କଟକ ଏସସିବିର ଭିମସାର ବୁର୍ଲା, ବ୍ରହ୍ମପୁର ଏମକେସିଜିରେ , ବାଲେଶ୍ବର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ, ବାରିପଦାସ୍ଥିତ ପଣ୍ଡିତ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ, ବଲାଙ୍ଗୀର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ,କୋରାପୁଟ ସହୀଦ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ, ଭୁବନେଶ୍ବରସ୍ଥିତ ହାଇଟେକ ଘରୋଇ ମେଡିକାଲ କଲେଜରେ ବଳକା ପଡିଥିବା ଏମବିବିଏ ଓ ବିଡିଏସ ସିଟ୍ ପାଇଁ ନାମ ଲେଖା ହେବ।

   Related Posts