Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଜେଡ୍ ଇନଫ୍ରା କନଷ୍ଟ୍ରକସନ୍ କମ୍ପାନୀର ଏମଡି ରଶ୍ମିତା ପାତ୍ର ଗିରଫ

28/01/2019 at 6:48 PM

ଭୁବନେଶ୍ବର୨୮|୧: ଜେଡ୍‌ ଇନଫ୍ରା କନଷ୍ଟ୍ରକସନ୍ କମ୍ପାନୀର ଏମ୍‌ଡି ରଶ୍ମିତା ପାତ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ।  ୨୦୧୦-୧୩ ମଧ୍ୟରେ ଆଇଆଇଟି କାଂଶପଦାରେ ଲୋକଙ୍କୁ ଜମି ଦେବାକୁ କହି କୋଟି କୋଟି ଟଙ୍କା ଠକି ଦେଇଥିଲେ ରଶ୍ମିତା ତାଙ୍କ ବିରୋଧରେ ୪୨୦, ୪୦୬, ୪୬୭, ୪୬୮, ୪୭୧ ଓ ୧୨୦ (ବି) ଆଇପିସି ଧାରାରେ ମାମଲା ରୁଜୁ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟଙ୍କ ସୂଚନା ଦେଇଛନ୍ତି ।

   Related Posts