Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଭିଜିଲାନ୍ସ ଜାଲରେ ବିପିଏମ୍, ଲାଞ୍ଚ ନେବା ବେଳେ ମାଡି ବସିଲେ ଅଧିକାରୀ

20/10/2020 at 6:23 PM

ମାଲକାନଗିରି୨୦/୧୦: ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ପଡ଼ିଆ ମେଡିକାଲ ବିପିଏମ୍ । ବ୍ଲକ ପ୍ରୋଗ୍ରାମ ମ୍ୟାନେଜର୍ ଶ୍ରୀମନ୍ତ ଅତିବୁଦ୍ଧି ଗାଡି ଭଡା ବାବଦରେ ବିଲ କରିବା ପାଇଁ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

ମିଳିଥିବା ସୂଚନା ମୁତାବକ, ରାକେଶ ଚନ୍ଦ୍ର ଦାସଙ୍କ ବୋଲେରୋ ଗାଡି ମେଡିକାଲରେ ଭଡା ଲାଗିଥିବା ବେଳେ ଏହାର ବିଲ୍ କରାଇ ଦେବା ପାଇଁ ହଇରାଣ କରିବା ସହ ୨୦ ହଜାର ଲାଞ୍ଚ ମାଗିଥିଲେ ବିପିଏମ୍ । ରାକେଶ ଭିଜିଲାନ୍ସକୁ ସୂଚନା ଦେବା ପରେ ମାଲକାନଗିରିର ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ଏକ ଟିମ୍ ପୋଡ଼ିଆ ମେଡିକାଲରେ ଚଢ଼ାଉ କରିଥିଲେ। ଭିଜିଲାନ୍ସ ଟିମ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ତାର ଅଧିକ ତଦନ୍ତ କରୁଛି।

   Related Posts