Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଚିକିତ୍ସା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ ଘୋଷଣା ; ଏଣିକି ବିନା କାର୍ଡରେ ମିଳିବ ଚିକିତ୍ସା ସୁବିଧା

2/01/2019 at 1:47 PM

ଭୁବନେଶ୍ବର ୦୨|୦୧: ଚିକିତ୍ସା ସୁବିଧା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଏଣିକି ବିନା କାର୍ଡରେ ମିଳିବ ଚିକିତ୍ସା ସୁବିଧା । ଏନେଇ ପ୍ରେସମିଟ୍ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଦେଲେ ସୂଚନା । ବିଜୁ କୃଷକ କଲ୍ୟାଣ ଯୋଜନାରେ ୧କୋଟି ୮୦ଲକ୍ଷ ହିତାଧିକାରୀ ଉପକୃତ ହୋଇଛନ୍ତି । ଚାଷୀଙ୍କ ସମସ୍ୟା ପ୍ରତି କେନ୍ଦ୍ର ସରକାର ଧ୍ୟାନ ଦିଅନ୍ତୁ । କୃଷି ଓ କୃଷକ ପ୍ରସଙ୍ଗରେ ଦିଲ୍ଲୀରେ ଆନ୍ଦୋଳନ ହେବ । ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ ।

   Related Posts