Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

29/01/2021 at 1:38 PM

ସୁନ୍ଦରଗଡ ୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ମେଡିକାଲ ଅଫିସର । ଲାଞ୍ଚ ନେବାବେଳେ ଗିରଫ କଲା ଭିଜିଲାନ୍ସ ଟିମ୍ । ସୁନ୍ଦରଗଡ ଜିଲ୍ଲା ହେମଗିରି ସିଏଚସିର ମେଡିକାଲ ଅଫିସର ସୁଧାକର ଗରଡିଆଙ୍କୁ ଗିରଫ କରିଛି ଭିଜିଲାନ୍ସ ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ହେମଗିରି ସିଏଚସିର ମେଡିକାଲ ଅଫିସର ଜଣେ ସ୍ବାସ୍ଥ୍ୟ କର୍ମଚାରୀଙ୍କଠାରୁ ଲାଞ୍ଚ ମାଗିଥିଲେ । ତେବେ ଏ ନେଇ ସ୍ବାସ୍ଥ୍ୟକର୍ମୀ ଜଣଙ୍କ ଭିଜିଲାନ୍ସ ବିଭାଗକୁ ଅବଗତ କରାଇଥିଲେ । ତେବେ ମେଡିକାଲ ଅଫିସର ଜଣଙ୍କ ଲାଞ୍ଚ ନେଉଥିବା ବେଳେ ସେଠାରେ ଉପସ୍ଥିତ ଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି । ତେବେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଗିରଫ କରାଯାଇଛି ।

   Related Posts