Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ମାର୍ଶାଘାଇରେ ଔଷଧ ବ୍ୟବସାୟୀଙ୍କୁ ହତ୍ୟା, ଗୁଳିମାଡ କରି ଫେରାର ହେଲେ ଦୁର୍ବୃତ୍ତ

18/09/2019 at 11:13 AM

ମାର୍ଶାଘାଇ ୧୮।୯: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଔଷଧ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା କରାଯାଇଛି । ଔଷଧ ବ୍ୟବସାୟୀ ହେଲେ ଗଗନ ସାହୁ । ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, ଔଷଧ ବ୍ୟବସାୟୀ ଜଣଙ୍କ ଏକ ବାଇକ୍ ରେ ଯାଉଥିବା ବେଳେ ତାଙ୍କୁ ୨ ଜଣ ଦୁର୍ବୃତ୍ତ ବାଇକ୍ ରେ ଆସି ଗୁଳିମାଡ କରିଥିଲ୍ । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ଗୁଳିମାଡ କରିବା ପରେ ଦୁଇ ଦୁର୍ଗୃତ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ତେବେ କଣ ପାଇଁ ତାଙ୍କୁ ହତ୍ୟା କରାଯାଇଛି ତାର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts