Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଯଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ପୋତା ଯାଇଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

11/10/2019 at 9:09 AM

ବାରିପଦା ୧୧।୧୦: ମୟୂରଭଞ୍ଜ କରଞ୍ଜିଆରେ ପୋତା ଯାଇଛି ଲକ୍ଷ ଲକ୍ଷ ଟଙ୍କାର ମେଡିସିନ୍ । ଯଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ଏହି ମେଡିସିନକୁ ପୋତା ଯାଇଥିବା ଦେଖିବାକୁ ମିଳିଛି । ଔଷଧ ଗୁଡ଼ିକୁ କିଏ ଓ କାହିଁକି ପୋତିଲା ତାହା ଜଣାପଡ଼ିନାହିଁ ।

ଏ ବିଷୟରେ ମେଡିକାଲ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ନିରାମୟ ଯୋଜନାରେ ରୋଗୀଙ୍କୁ ମାଗଣାରେ ଔଷଧ ଦେବା ପାଇଁ ଆସୁଥିବା ବେଳେ ଏତେ ପରିମାଣରେ ମେଡିସିନ୍ କିଭଳି ପୋତାଗଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି ।

   Related Posts