Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ପୁରୀ ଜିଲ୍ଲାପାଳ ଓ ସେବାୟତଙ୍କ ମଧ୍ୟରେ ବୈଠକ, ଶ୍ରୀଜିଉଙ୍କ ଚନ୍ଦନଯାତ୍ରା ନେଇ ଆଲୋଚନା

25/04/2020 at 12:14 PM

ପୁରୀ ୨୫।୦୪: ଶ୍ରୀଜୀଉଙ୍କ ଅକ୍ଷୟ ତୃତୀୟା ଏବଂ ଚନ୍ଦନଯାତ୍ରା ନୀତି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ-ସେବାୟତଙ୍କ ମଧ୍ୟରେ ଆଲୋଚନା ଚାଲିଛି । ପର୍ଯ୍ୟାୟକ୍ରମେ ସେବାୟତଙ୍କ ସହ ଆଲୋଚନା କରୁଛନ୍ତି ଜିଲ୍ଲାପାଳ । ପ୍ରଥମ ପର୍ଯ୍ୟାୟରେ ପଞ୍ଚ ମହାଦେବଙ୍କ ସେବାୟତଙ୍କ ସହ ଜିଲ୍ଲାପାଳ ଆଲୋଚନା କରିଛନ୍ତି ।

ଶ୍ରୀମନ୍ଦିର ଭିତରେ ଶ୍ରୀଜୀଉଙ୍କ ଅକ୍ଷୟ ତୃତୀୟା ଏବଂ ଚନ୍ଦନଯାତ୍ରା କରିବା ନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ବିସ୍ତୃତ ଆଲୋଚନା କରି ସାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସରକାରଙ୍କ କୋଭିଡ୍ ଗାଇଡ୍ ଲାଇନ ଅନୁସାରେ ବାହାର ଯାତ୍ରା ସମ୍ପୂର୍ଣ୍ଣ ବନ୍ଦ ରହିବ । ଧାର୍ମିକ ବ୍ୟବସ୍ଥାରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି । ମେଘନାଦ ପାଚେରୀ ଭିତରେ ହିଁ ଅକ୍ଷୟ ତୃତୀୟା ନୀତି ଏବଂ ଚନ୍ଦନ ଯାତ୍ରା ବିଧି ରକ୍ଷା କରାଯିବ । ଚୂଡ଼ାନ୍ତ ରୂପରେଖ କିଭଳି ହେବ ସେନେଇ ଆଲୋଚନା ଚାଲିଛି ।

   Related Posts