Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ନେଇ ସଚିବାଳୟରେ ଆଲୋଚନା

4/06/2019 at 12:39 PM

ଭୁବନେଶ୍ବର ୪|୬: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ନେଇ ସଚିବାଳୟରେ ଆଲୋଚନା ଚାଲିଛି । ଆୟୁଷ୍ମାନ ଭାରତ ସିଇଓ ଇନ୍ଦୁ ଭୂଷଣଙ୍କ ସହ ମୁଖ୍ୟ ଶାସନ ସଚିବ ଆଲୋଚନା କରୁଛନ୍ତି । ଆଲୋଚନାରେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଉପସ୍ଥିତ ଅଛନ୍ତି । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ କରିବା ପାଇଁ ନିଷ୍ପତ୍ତି ନିଆଯାଇପାରେ । ପୂର୍ବରୁ ରାଜ୍ୟ ସରକାର କେନ୍ଦ୍ରର ଆୟୁଷ୍ମାନ ଯୋଜନାକୁ ଲାଗୁନକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆପଣାଇଥିଲେ ।

   Related Posts