Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ସିବିଏସ୍‌ଇ ଏବଂ ଆସିଏସ୍‌ସିଇ ପରୀକ୍ଷା ବାତିଲ୍ ପରେ ବଢ଼ିଲା ଓଡ଼ିଶା ପିଲାଙ୍କ ଚିନ୍ତା, କାଲି ବସିବ ବୈଠକ

1/06/2021 at 9:40 PM

ଭୁବନେଶ୍ୱର, ୦୧/୦୬: ଦେଶରେ ବଢ଼ି ଚାଲିଥିବା କୋରନା ସଂକ୍ରମଣକୁ ଦୃଷ୍ଟିରେ ରଖି ସିବିଏସିଇ ପରୀକ୍ଷାକୁ ବାତିଲ୍‌ କରିଛନ୍ତି କେନ୍ଦ୍ର ସରକାର । ଏଥି ସହିତ ଆସିଏସ୍‌ସିଇ କର୍ତ୍ତୃପକ୍ଷ ମଧ୍ୟ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍‌ ନେଇ ଘୋଷଣା କରିଛନ୍ତି ।

ତେବେ ଏହି ନିଷ୍ପତ୍ତିକୁ ନେଇ ଓଡ଼ିଶା ପିଲାଙ୍କ ଚିନ୍ତା ବଢ଼ି ଯାଇଛି । ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଏବେ ବି ଛାତ୍ରଛାତ୍ରୀ ଦ୍ୱନ୍ଦରେ ରହିଛନ୍ତି । ଏହାରି ମଧ୍ୟରେ ସିଏଚ୍‌ଏସ୍‌ଇର ପରୀକ୍ଷାକୁ ନେଇ ଆସନ୍ତା କାଲି ଆସିପାରେ ନିଷ୍ପତ୍ତି । ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା କାଲି ବୈଠକ ବସିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଥିବା ବେଳେ ରାଜ୍ୟର ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ହୋଇପାରେ ବୋଲି ଆଶଙ୍କା କରାଯାଉଛି ।  

   Related Posts