Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ଅନୁଗୁଳରେ ମେଗା ସ୍ୱାସ୍ଥ୍ୟ ଶିବିର

16/08/2018 at 6:38 AM

ଅନୁଗୁଳ୧୬/୮: ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ୍ ଶିବିଡା କନ୍ୟାଶ୍ରମରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଦନ୍ତ ବିଶେଷଜ୍ଞ ଡାକ୍ତର ଶକ୍ତି ପ୍ରସାଦ ସାହୁ ଓ ଡାକ୍ତର ଲକ୍ଷ୍ମୀଧର ଷେଣ୍ଢ ଯୋଗଦେଇ ପିଲାମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । “ଆମେ ସବୁ ପାଟରା” ସୋସିଆଲ ମିଡିଆ ଗ୍ରୁପର ସଦସ୍ୟ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅନୁଷ୍ଠାନ ପକ୍ଷରୁ ଛାତ୍ରୀମାନଙ୍କୁ ସୁଷମ ଖାଦ୍ୟ ସହ ମାଗଣାରେ ପାଠପଢା ସାମଗ୍ରୀ ଓ ଛତା ବଣ୍ଟନ କରାଯାଇଥିଲା ।

   Related Posts