Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଜାମ୍ମୁ କାଶ୍ମୀର ଅନନ୍ତନାଗରେ ତୃତୀୟ ସ୍ଥାନରେ ମେହବୁବା ମୁଫତୀ

23/05/2019 at 2:17 PM

ଜାମ୍ମୁ କାଶ୍ମୀର ଅନନ୍ତନାଗ ଲୋକସଭା ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇସାରିଛି । ଅନନ୍ତନାଗ ଲୋକସଭା ଆସନରୁ ନ୍ୟାସନଲ କନଫରେନ୍ସରୁ ହସନୈନ ମସୁଦି, କଂଗ୍ରେସରୁ ଗୁଲାମ ଅହମଦ, ପିପୁଲ୍ସ ଡେମୋକ୍ରାଟିକ ପାର୍ଟୀରୁ ମେହବୁବା ମୁଫତୀ ନିର୍ବାଚନ ଲଢୁଥିଲେ । ଅନନ୍ତନାଗରେ କଡା ସୁରକ୍ଷା ବଳୟ ମଧ୍ୟରେ ୩ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହୋଇଥିଲା ।

ଆଜି ଭୋଟ ଗଣତି ଆରମ୍ଭ ହୋଇଛି । ଏପର୍ଯ୍ୟନ୍ତ ମିଳିଥିବା ଖବର ଅନୁଯାୟୀ, ମେହବୁବା ମୁଫତୀ ପଛୁଆ ଅଛନ୍ତି । ନ୍ୟାସନଲ କନଫରେନ୍ସର ହସନୈନ ମସୁଦି ସବୁଠାରୁ ଆଗରେ ଅଛନ୍ତି । ମେହବୁବା ମୁଫତୀ ତୃତୀୟ ସ୍ଥାନରେ ଅଛନ୍ତି ।

   Related Posts