Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଚାଷୀ ବିଲ ବିରୋଧରେ ନୀଳଗିରି ଯୁବ କଂଗ୍ରେସ ତରଫରୁ ସ୍ମାରକପତ୍ର

22/09/2020 at 7:41 PM


ନୀଳଗିରି୨୨/୯: ଲୋକସଭାରେ ଚାଷୀ ବିଲକୁ ପାସ୍ କରିଥିବା ମୋଦି ସରକାର ଏବଂ ନବୀନ ସରକାର ବିରୋଧରେ ମଙ୍ଗବାର ନୀଳଗିରି ଯୁବ କଂଗ୍ରେସ ତରଫରୁ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଓଡିଶା ରାଜ୍ୟ ଯୁବ କଂଗ୍ରେସ ସଭାପତି ଡ.ସ୍ମୃତିରଞ୍ଜନ ଲେଙ୍କାଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ଵର ଜିଲ୍ଲା ଯୁବ କଂଗ୍ରେସ ସଭାପତି ରଞ୍ଜନ ଦାସଙ୍କ ନେତୃତ୍ୱରେ ଆଜି ନୀଳଗିରି ଉପଜିଲ୍ଲାପାଳଙ୍କ ମାଧ୍ୟମରେ ମହାମହିମ ରାଷ୍ଟ୍ରପତିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ବିଲକୁ ଚାଷୀ ବିରୋଧୀ ବିଲ ଦର୍ଶାଇ ଓଡିଶା ଯୁବ କଂଗ୍ରେସର ରାଜ୍ୟ ସୋସିଆଲ ମିଡ଼ିଆ କମିଟି ମେମ୍ବର ଆଦର୍ଶ ଗୌରବ ଦାସ, ଡମ୍ବୁରୁ ବେହେରା, ପୂର୍ବତନ ଟାଉନ ସଭାପତି ସତ୍ୟଜିତ ପ୍ରଧାନ, ନିଗମ ମହାପାତ୍ର, ସୁଧାରଂଜନ ମହାପାତ୍ର, ରଞ୍ଜିତ ପ୍ରଧାନ, ଦେବାଶିଷ ନାୟକ, ଫିଲସ ସିଂହ, ଟିତୁନ ସ୍ୱାଇଁ,ଜ୍ୟୋତି ସିଂହ, ପର୍ଶୁରାମ ବେହେରା, ବିଶ୍ଵଜିତ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପ୍ରତିବାଦ କରିଥିଲେ।

   Related Posts