Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଅାହୁରି ୪୮ଘଣ୍ଟା ବର୍ଷିବ

21/07/2018 at 1:39 PM

ଅାହୁରି ୪୮ଘଣ୍ଟା ବର୍ଷିବ । ଞ୍ବେଲମାର୍କ ଏବେ ଡ଼ିପେସନରେ ପରିଣତ ହେଇସାରିଛଇ । ଦକ୍ଷିଣ-ପୂର୍ବ ବାଲେଶ୍ବର ଠାରୁ ୧୨୦ କିମି ଦୂରତା ରହିଛି ଏହି ଡ଼ିପ୍ରେସନ । ସନ୍ଧ୍ୟା ସୁଦ୍ଧା ଏହା ବାଲେଶ୍ବର ପାରିହେବ । ଫଳରେ ଆସନ୍ତା ୨୪ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ, ଗୋଟିଏ ଦୁଇ ଜିଲ୍ଳାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବାନା ରହିଛି । ଅନ୍ୟପକ୍ଷରେ ୪୮ ଘଣ୍ଟା ଭିତରେ ଅାଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷିବ । ସେପଟେ ପବନର ଗତି ୪୫ରୁ ୫୫କିମି ରହୁଥିବାରୁ ସମୁଦ୍ରକୁ ମତ୍ସ୍ୟଜୀବିମାନଙ୍କୁ ନଯିବାକୁ ମନା କରାଯାଇଛି । ବେଳେବେଳେ ପବନରଗତି ୬୫କିମି ହେଇପାରେ। ରାଜ୍ୟର ସମସ୍ତ ବନ୍ଦରରେ ତିନି ନମ୍ବର ବିପଦ ସଂଙ୍କେତ ଦିଅାଯାଇଛି ।

   Related Posts