Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରେର୍କଡ ଭାଙ୍ଗୁଛି ବର୍ଷା, ଆହୁରି ୬ ଘଣ୍ଟା ଟ୍ୱିନସିଟିରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ

13/09/2021 at 9:35 AM

ଭୁବନେଶ୍ୱର ୧୩/୦୯: ଗତ ୨୪ ଘଣ୍ଟା ମଧ୍ୟ୍ୟରେ ରାଜଧାନୀରେ ୧୯୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ୧୨ ତାରିଖ ସକାଳ ୮.୩୦ ରୁ ୧୩ ତାରିଖ ଭୋର ୬.୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୬ ଘଣ୍ଟା ମଦ୍ୟରେ ଭୁବନେଶ୍ୱର ଓ କଟକରେ ଆହୁରି ପ୍ରବଳ ବର୍ଷା ହେବ ।

ଏନେଇ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଛଡ଼ା ପୁରୀରେ ସର୍ବାଧିକ ୩୨୯ ମିଲିମିଟର ବର୍ଷା ଓ ପାରାଦିପରେ ମଧ୍ୟ ୨୧୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

   Related Posts