Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମିଗ୍ -୨୯କେ ବିମାନ ଦୁର୍ଘଟଣା, ଦୁଇ ପାଇଲଟ ସୁରକ୍ଷିତ

16/11/2019 at 12:49 PM

ଗୋଆ୧୬।୧୧ : ମିଗ୍ -୨୯କେ  ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି ।ବିମାନରେ ଥିବା ଦୁଇଜଣ ପାଇଲଟ ସୁରକ୍ଷିତ ଭାବେ ଅବତରଣ କରିବାରେ ସଫଳ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗୋଆ ଏୟାରବେସରୁ ଏକ  ମିଗ୍ -୨୯କେ ବିମାନ ରୁଟିନ ଉଡାଣ ପାଇଁ ବାହାରିଥିଲେ , କିନ୍ତୁ ବିମାନଟି କିଛି ସମୟ ଉଡାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ଆସିଛି । ବିମାନ ଉଡାଣ ସମୟରେ ଏକ ପକ୍ଷୀ ମାଡ ହେବାରୁ ବିମାନରେ ନିଆଁ ଲାଗିଯାଇଥିଲା, ଯାହାଫଳରେ ବିମାନଟି ଦୁର୍ଘଟଣାଗ୍ରସ୍ଥ ହୋଇଥିବାର ସୂଚନା ରହିଛି । ବିମାନରେ  ନିଆଁ ଲାଗିବାର ଦେଖି ପାଇଲଟ ଏମ୍.ସୋଏଖାଣ୍ଡ ଓ ଦୀପକ ଯାଦବ ସୁରକ୍ଷିତ ଭାବେ ବିମାନରୁ ଅବତରଣ କରିଛନ୍ତି ।

   Related Posts