Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ପୁଣି ଦୁର୍ଘଟଣାର ଶିକାର ହେଲେ ପ୍ରବାସୀ ଓଡିଆ : ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୩ ଗୁରୁତର, ୧୦ ଆହତ

26/05/2020 at 9:04 AM

ବାଲିଗୁଡା ୨୬।୫: ପୁଣି ପ୍ରବାସୀ ଓଡିଆଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛି । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ମୁଣ୍ଡିଗଡ ତିନାରି ପଡା ଗାଁରେ ପ୍ରବାସୀ ଓଡିଆଙ୍କ ବସ୍ ଓ ଟ୍ରକ୍ ମୁହାଁ ମୁହିଁ ଧକ୍କା ହୋଇଛି । ବସ୍ ଟି ପ୍ରବାସୀ ଓଡିଆଙ୍କୁ ଗୋଆରୁ ଧରି ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଦୁର୍ଘଟଣା ଫଳରେ ୧୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଗୁରୁତର ଓ ଆହତଙ୍କୁ  ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts