Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ପିଛା ଛାଡୁନି ଦୁଃଖ : ପୁଣି ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ, ୧୦ଗୁରୁତର

31/05/2020 at 10:33 AM

ଜଳେଶ୍ବର ୩୧।୦୫: ପୁଣି ପ୍ରବାସି ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ। ଟ୍ରକକୁ ପଛପଟୁ ବସ୍‌ଟି ଧକ୍କା ଫଳରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ବସ୍ତା ପୋଲିସ ପହଞ୍ଚି ପ୍ରବାସୀଙ୍କୁ ଉଦ୍ଧାର କରିବା ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ବସ୍‌ଟି କେରଳରୁ ପଶ୍ଚିମବଙ୍ଗର ମୁର୍ଶିଦାବାଦକୁ ପ୍ରବାସୀ ଶ୍ରମିକଙ୍କୁ ଧରି ଯାଉ ଥିବାବେଳେ ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ପଛପଟୁ ବସ୍‌ଟି‌ ଧକ୍କା ଦେଇଥିଲା। ଫଳରେ ବସ୍‌ଟି ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବରେ କ୍ଷତିଗ୍ରସ୍ତ ହୋଇଯାଇଛି। ବସ୍‌ରେ ୪୦ ଜଣ ପ୍ରବାସୀ ଥିବା ଜଣାପଡିଛି। ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts