Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଅଧାବାଟରୁ ଖସିଯିବାକୁ ଉଦ୍ୟମ , ସୁରତରୁ ନିର୍ଗୁଣ୍ଡି ଆସୁଥିଲା ସ୍ୱତନ୍ତ୍ର ଶ୍ରମିକ ଟ୍ରେନ

25/05/2020 at 9:21 AM

କଣ୍ଟାବାଞ୍ଜି ୨୫।୦୫: ବାହାରେ ଫସିଥିବା ପ୍ରବାସୀ ଶ୍ରମିକଙ୍କୁ ସରକାର ନିଜ ଅଞ୍ଚଲକୁ ଆଣିବାର ବ୍ୟବସ୍ଥା କରାଯାଉଛି । ଏହିପ୍ରେକ୍ଷୀରେ ଆଜି ସୁରତରୁ ନିର୍ଗୁଣ୍ଡି ଆସୁଥିବା ସ୍ୱତନ୍ତ୍ର ଶ୍ରମିକ ଟ୍ରେନର ଚେନ ପୁଲିଙ୍ଗ କରି ୩୦୫ ଶ୍ରମିକ ବଲାଙ୍ଗିର କଣ୍ଟାବାଞ୍ଜି ରେଳଷ୍ଟେସନରେ ଓହ୍ଲାଇ ଖସି ଯିବାକୁ ଉଦ୍ୟମ କରୁଥିଲେ ।

ସ୍ଥାନୀୟ ଲୋକ ପୋଲିସକୁ ଖବର ଦେବା ପରେ ପୋଲିସ ସେମାନଙ୍କୁ ଅଟକ ରଖିଛି । ଏଭିତରେ ନୂଆପଡା ଜିଲ୍ଳାର ୨୮୩ , କଳାହାଣ୍ଡିର ୫, ବଲାଙ୍ଗୀରର ୧୭ ଜଣ ଥିବା ଜଣାପଡିଛି । କରୋନା ସଂକ୍ରମଣକୁ ଦୃଷ୍ଟି ରଖି ପ୍ରବାସୀ ଶ୍ରମିକ ମାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । କିନ୍ତୁ ଅଧାବଟରୁ ଶ୍ରମିକମାନେ ବାରମ୍ବାର ଖସି ଯିବାକୁ ଉଦ୍ୟମ କରୁଛନ୍ତି ।

   Related Posts