Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଡିଆରଡିଓ ପକ୍ଷରୁ ୩ ଦିନିଆ ମିଲିଟାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ

1/02/2019 at 3:43 PM

ମୟୁରଭଞ୍ଜ ୧|୨:  ମୟୂରଭଞ୍ଜ ଜିଲ୍ଲାରେ ମିଲିଟାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ । ଡିଆରଡିଓ ପକ୍ଷରୁ ୩ ଦିନିଆ ପ୍ରଦର୍ଶନୀ ଆରମ୍ଭ ହୋଇଛି । ସେନାରେ ବ୍ୟବହୃତ ବିଭିନ୍ନ ଅସ୍ତ୍ରଶସ୍ତ୍ର ଏବଂ ସାମଗ୍ରୀ ପ୍ରଦର୍ଶିତ ହେଉଛି । ଛାତ୍ରଛାତ୍ରୀ ମନାଙ୍କ ଭାରତୀୟ ସେନା ଓ ଏହାର କର୍ଯ୍ୟ ସମ୍ପର୍କରେ  ଅବଗତ କରାଇବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ । ଯୁବବର୍ଗକୁ ସେନାରେ ସାମିଲ ହେବା ପାଇଁ ଏହି ପ୍ରଦର୍ଶନୀ ମାଧ୍ୟମରେ ଆହ୍ବାନ ଦିଆଯାଉଛି ।

ଏହା ସହ ସେନାରେ ଯୋଗ ଦେଇ ଦେଶର ସୁରକ୍ଷା ସହ ଜନତାଙ୍କ ସେବା କରିବା ପାଇଁ ଏହା ପ୍ରମୁଖ ମାଧ୍ୟମ ବୋଲି ସେନା ଅଧିକାରୀମାନେ ଛାତ୍ରଛାତ୍ରୀଙ୍କୁ ବୁଝାଉଛନ୍ତି । ଏଥିରେ ବହୁ ସଂଖ୍ୟରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀମାନେ ସାମିଲ ହୋଇଛନ୍ତି । ଡିଭାଇନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଉପ ବାଚସ୍ପତି ସାନନ୍ଦା ମାରାଣ୍ଡି ଉଦଘାଟନ କରିଥିଲେ । ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀ ଚାଲିବ ।

   Related Posts