Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଭାରସାମ୍ୟ ହରାଇ ଓଲଟିଲା କ୍ଷୀର ବୋଝେଇ ପିକଅପ୍ ଭ୍ୟାନ, ଅନ୍ୟଗାଡ଼ି କରି ପଠାଗଲା

7/12/2021 at 9:14 PM

ପାଟଣା, ୭।୧୨: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ତୁରୁମୁଙ୍ଗା ଚମ୍ପୁଆ କେଟି ରୋଡ଼ର ବୁଢିକାପୁଡି ନିକଟରେ ମଙ୍ଗଳବାର ଏକ  କ୍ଷୀର ପରିବହନ କରୁଥିବା ପିକ୍ଅପ ଭ୍ୟାନ ଭାରସାମ୍ୟ ହରାଇ ବିଲ ଭିତରକୁ ଖସି ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ପିକ୍ଅପ ଭ୍ୟାନଟି ତୁରୁମୁଙ୍ଗାରୁ ଚମ୍ପୁଆ ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ ।

ପିକ୍ଅପଟିର ପଛ ଚକାରେ କୌଣସି  ତ୍ରୁଟି ଯୋଗୁଁ  ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ପରେ କ୍ଷୀର ପ୍ୟାକଟ ଗୁଡିକୁ ଅନ୍ୟ ଏକ ଗାଡି ସାହାଯ୍ୟରେ ଚମ୍ପୁଆକୁ  ପଠା ଯାଇଥିବା ଜଣାପଡିଛି।

   Related Posts