Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଲକ୍‌ଡାଉନ୍‌ରେ ଅଫିସ ଆସିଲେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

14/04/2020 at 2:28 PM

ଭୁବନେଶ୍ୱର ୧୪।୦୪: କାର୍ଯ୍ୟରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଲକ୍‌ଡାଉନ୍‌ ସତ୍ତ୍ୱେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଶାସ୍ତ୍ରୀ ଭବନସ୍ଥିତ ନିଜ ଅଫିସରେ ଯୋଗଦେଇଛନ୍ତି । ତୈଳ ଓ ଗ୍ୟାସ୍‌ କ୍ଷେତ୍ର ଯୋଗାଣ ଶୃଙ୍ଖଳ କାର୍ଯ୍ୟର ତଦାରଖ କରିବା ଉଦ୍ଦେଶ୍ୟରେ ଶ୍ରୀ ପ୍ରଧାନ ଆଜି ଅଫିସରେ ଯୋଗଦେଇଛନ୍ତି ।

ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶକ୍ରମେ ତାଙ୍କ ଅଫିସରେ ସଂକ୍ରମଣ ରୋକିବାକୁ ସାନିଟାଇଜେସନ ଓ ସାମାଜିକ ଦୂରତା ନିୟମକୁ କଡ଼ାକଡ଼ି ପାଳନ କରାଯାଇଥିଲା । ଏହାସହ ସ୍ୱଳ୍ପ ସଂଖ୍ୟକ କର୍ମଚାରୀରେ ଅଫିସ ଚାଲୁ ପାଇଁ ନିଷ୍ପତ୍ତି ହୋଇଛି । ସୂଚନା ଥାଉକି, ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀ ପ୍ରଧାନଙ୍କ ବ୍ୟତୀତ ବହୁ କେନ୍ଦ୍ରମନ୍ତ୍ରୀ ଆଜି ଅଫିସରେ ଯୋଗଦେଇଛନ୍ତି ।

   Related Posts