Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ଭୟରେ କଠୋର ହେଲା ହଂକଂ: ଭାରତକୁ ବିମାନ ଚଳାଚଳ ବନ୍ଦ, ୩ ମେ ଯାଏଁ ଲାଗିଲା କଟକଣା
  • ||
  • କଳାହାଣ୍ଡି : ନଳକୂପ ଅଛି ହେଲେ ପାଣି ବାହାରୁନି, ପାନୀୟ ଜଳ ଯୋଗାଣ ଦାବିରେ ସରପଞ୍ଚ, ପଞ୍ଚାୟତ ଓ ବ୍ଲକ୍ ଯନ୍ତ୍ରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
  • ||
  • କଳାହାଣ୍ଡି : ଲଡୁଗାଁରେ ବଢିଲା ସଟ୍ ଡାଉନ୍ ଅବଧି, ଆଉ ୪ଦିନ ରହିବ ବଳବତ୍ତର
  • ||
  • ରାଜ୍ୟରେ ୪ହଜାର ଟପିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍ ଚିହ୍ନଟ
  • ||
  • କରୋନା ନେଲା ଜୀବନ: ପରଲୋକରେ ଜେଡିୟୁ ବିଧାୟକ ମେଓ୍ୱାଲାଲ ଚୌଧୁରୀ
  • ||
  • ଆଜିଠୁ ଶ୍ରୀମନ୍ଦିରରେ ନୂଆ SOP ଲାଗୁ, ରାଜ୍ୟ ବାହାରର ଦର୍ଶନାର୍ଥୀଙ୍କ ପାଇଁ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ
  • ||
  • ଚଣ୍ଡିଖୋଲ : ଟ୍ରେନ୍ ଲାଇନ୍‌ରୁ ମିଳିଲା ମୃତଦେହ, ନିକଟରେ ପଡିଛି ଏକ ସାଇକେଲ
  • ||
  • ଭୁବନେଶ୍ୱର : ୫ ସହରରେ ପାରଦ ୪୦ ଡିଗ୍ରୀ ଟପିଲା, ଆଗକୁ ଆହୁରି ବଢିବ ତାତି
  • ||

ଗଂଜାମ ଜିଲ୍ଲାରେ ଆସ୍କାର ବିଭିନ୍ନ ଅଂଚଳ ବୁଲିବା ସହ ରିଲିଫ ବାଣ୍ଟିଲେ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର

18/10/2018 at 5:34 PM

ଆସିକା;୧୮/୧୦- ଆସିକାରେ ଵନ୍ୟା ପ୍ରଭାବିତ ଲୋକଙ୍କୁ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ରିଲିଫ ବଣ୍ଟନ କରିଛନ୍ତି । ଆସିକା ହରିହର ହାଇସ୍କୁଲ ପରିସରରେ ଏନଏସି ର ସମସ୍ତ ଙ୍କୁ ରିଲିଫ ପ୍ରଦାନ କରିଥିଲେ । ଏହି ବଣ୍ଟନ ବେଳେ ଆସିକା ସାଂସଦ ଲଡୁକିଶୋର ସ୍ବାଇଁ, ବିଧାୟକ ଦେବରାଜ ମହାନ୍ତି, ପିଡି ଇ.ସିଦ୍ଧାର୍ଥ ଶଙ୍କର,  ଆସିକା ବ୍ଲକ ଚେୟାରମ୍ୟାନ ହରେକୃଷ୍ଣ ମଲ୍ଲିକ, ଏନଏସି ଅଧ୍ୟକ୍ଷା ମଧୁସ୍ମିତା ପୋଲାଇ ପ୍ରମୁଖ ଥିଲେ । ଆସିକା ଏନଏସିର ୧୮ଟି ଓ୍ବାର୍ଡ଼ର ଲୋକଙ୍କୁ ରିଲିଫ ବଣ୍ଟନ କରାଯାଇଥିଲା ।

   Related Posts