Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ମନ୍ତ୍ରୀ

23/09/2019 at 8:34 PM

ସୁନ୍ଦରଗଡ – ରାଜ୍ୟ ପଞ୍ଚାୟତିରାଜ , ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ତଥା ଆଇନ ମନ୍ତ୍ରୀ ୪ ଦିନିଆ ସୁନ୍ଦରଗଡ ଗସ୍ତରେ ଆସିଥିବାବେଳେ ବୀରମିତ୍ରପୁର ସ୍ଥିତ କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ର ଛାତ୍ରମାନଙ୍କୁ ପାଠ ପଢାଇଛନ୍ତି । ଛାତ୍ରଛାତ୍ରୀମାନଙ୍କୁ ପଠା ପଢାଇବା ପରେ ସେମାନେ ମନ୍ତ୍ରୀଙ୍କ ସହ ସେଲଫି ନେଇଥିଲେ । ଏହାସହ ବିଦ୍ୟାଳୟର ସୁବିଧା ଅସୁବିଧା ଓ ଛାତ୍ରଛାତ୍ରୀଙ୍କର ପାଠ ପଢା ସମ୍ପର୍କରେ ପଚାରି ବୁଝିଥିଲେ ।
ଏହା ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପ୍ରେରଣା ଯୋଗାଇଥିଲା ।

   Related Posts