Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ପ୍ରବାସୀ ଶ୍ରମିକଙ୍କୁ ଫେରାଇ ଆଣିବାକୁ ମନ୍ତ୍ରୀ ସ୍ତରୀୟ ବୈଠକ

23/04/2020 at 4:22 PM

ଭୁବନେଶ୍ବର୨୩/୪: ରାଜ୍ୟ ବାହାରେ ଅଟକିଥିବା ପ୍ରବାସୀ ଶ୍ରମିକଙ୍କୁ ଲକଡାଉନ୍‌ ପରେ କିଭଳି ଓଡ଼ିଶା ଫେରାଇ ଅଣାଯିବ ସେନେଇ ମନ୍ତ୍ରୀ ସ୍ତରୀୟ ବୈଠକରେ ଆଲୋଚନା ହୋଇଛି ।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରୀସ୍ତରୀୟ ବୈଠକରେ ବିଭିନ୍ନ ପ୍ରସ୍ତାବ ଆସିଛି । ଅନ୍ୟ ରାଜ୍ୟରେ ଫସିଥିବା ଓଡିଆ ଶ୍ରମିକଙ୍କର ସେଠାରେ ହିଁ କେ।ଭିଡ୍ ପରୀକ୍ଷା କରିବାକୁ ପ୍ରସ୍ତାବ ଦିଆଯାଇଛି ।

ସେହିଭଳି ଆସନ୍ତାକାଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଆଲେ।ଚନା କରିବେ। ରାଜ୍ୟକୁ ଅଧିକ ସହାୟତା ପାଇଁ ଦାବି କରାଯିବ ।

ବଲାଙ୍ଗୀର ଓ ବାରିପଦା ମେଡିକାଲ କଲେଜରେ କରେ।ନା ପରୀକ୍ଷା ପାଇଁ ବ୍ୟବସ୍ଥା ହେବ । ଏପ୍ରିଲ ଶେଷ ସୁଦ୍ଧା ଦିନକୁ ୩ ହଜାର ଟେଷ୍ଟ କରିବାକୁ ଲକ୍ଷ୍ୟ ରଖାଯାଇଛି । ୪ଟି ମେଡିକାଲ କଲେଜରେ ଟେଷ୍ଟିଂ ଲ୍ୟାବ୍ କରିବାକୁ ବ୍ୟବସ୍ଥା କରାଯିବ ।

   Related Posts