Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ପୋଡିହୋଇ ମହିଳାଙ୍କ ମୁତ୍ୟୁ, ଘରଠାରୁ ୧୦୦ମି. ଦୂର କୁକୁଡା ଫାର୍ମ ପଛପଟୁ ଉଦ୍ଧାର ହେଲା ମୃତଦେହ
  • ||
  • ଲମତାପୁଟ : ନିଜକୁ ଗୁଳି କରି ବିଏସ୍‌ଏଫ୍‌ ଯବାନଙ୍କ ଆତ୍ମହତ୍ୟା !
  • ||
  • ଖଲ୍ଲିକୋଟ : ଧାନ କିଣା ଯାଉନଥିବା ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ, ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ
  • ||
  • ପୁର : ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ମହାପ୍ରଭୁଙ୍କର ହେଲା ମହାସ୍ନାନ
  • ||
  • ଆଜିଠୁ ପୁରୀରେ ‘ମୋ ଧାମ ମୋ ଗର୍ବ’ କାର୍ଯ୍ୟକ୍ରମ, ପ୍ରତି ଶନିବାର ଚାଲିବ ବଡଦାଣ୍ଡ ସେବା
  • ||
  • ଧର୍ମଗଡ଼ : ବିବାହିତ ମହିଳାଙ୍କୁ ମାରି ପୋଡିଦେଲେ ! ଜଙ୍ଗଲରୁ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହ
  • ||
  • ଜଳେଶ୍ୱର : ପୂଜା ଭୋଜି ଓ ଭୋଗ ଖାଇ ୧୫୦ ଅସୁସ୍ଥ, ବିଭିନ୍ନ ମେଡିକାଲରେ ଚିକିତ୍ସା ଜାରି
  • ||
  • ଶେରଗଡ : ଭୟାବହ ଅଗ୍ନିକାଣ୍ଡ, ୯୦ ଛେଳି ଜୀଅନ୍ତା ଜଳିଗଲେ
  • ||

ନାବାଳକକୁ ତଣ୍ଟି କାଟି ହତ୍ୟା ଉଦ୍ୟମ

1/06/2018 at 6:33 AM

ନବରଙ୍ଗପୁର ଡାବୁ ଗାଁ ଥାନା ପୁନାର ଗାଁରେ ନାବାଳକକୁ ତଣ୍ଟି କାଟି ହତ୍ୟା ଉଦ୍ୟମ କରିଛନ୍ତି ୨ ଦୁର୍ବୁର୍ତ୍ତ
ଗତକାଲି ରାତିରେ ନାବାଳକଟି ଘରକୁ ଫେରୁଥିବା ବେଳେ ୨ଜଣ ଦୁର୍ବୁର୍ତ୍ତ ତାଙ୍କୁ ଟାଣି ନେଇ ତଣ୍ଟି କାଟିବାକୁ ଉଦ୍ୟମ କରିଥିଲେ
ନାବାଳକଟି କୌଶଳ କ୍ରମେ ଘଟଣାସ୍ଥଳରୁ ଖସି ପଳାଇଆସିଥିଲେ
ସ୍ଥାନୀୟ ଲୋକେ ନାବାଳକକୁ ମେଡିକାଲରେ ଭର୍ତ୍ତି କରିଛନ୍ତି
୨ ଦୁର୍ବୁର୍ତ୍ତ ଘଟଣାସ୍ଥଳରୁ ଫେରାର ଅଛନ୍ତି
ତେବେ ପରିବାର ଲୋକେ ଏହା ପିଲାଚୋରି ଉଦ୍ୟମ ବୋଲି ଅଭିଯୋଗ କରିଛନ୍ତି

Leave a Reply

   Related Posts