Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ପୋଖରୀରେ ବୁଡି ନାବାଳକ ମୃତ

8/09/2019 at 4:27 PM

ପଟ୍ଟାମୁଣ୍ଡାଇ ୮।୯: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ସାନଜରିଆ ଗାଁରେ ଅଭାବନୀୟ ଘଟଣା ଘଟିଛି । ଆଜି ସକାଳେ ଗାଁର ଝିଅମାନେ ଭାଲୁକୁଣୀ ଓଷା ପାଇଁ ପୋଖରୀ କୂଳରେ ବାଲୁକା ପୂଜା କରୁଥିବାବେଳେ ଗ୍ରାମର ୮ବର୍ଷର ବାଳକ ପାୟଲ ସାହୁ ତାଙ୍କ ସାଙ୍ଗରେ ଯାଇଥିଲେ । ସେଠାରେ ପୁଜା କରିବା ସମୟରେ ପାୟଲର ଗୋଡ ପୋଖରୀ କୂଳରେ ଖସି ଯିବାରୁ ସେ ପୋଖରୀରେ ବୁଡିଯାଇଥିଲେ । ତେବେ ଡକା ଡକି କରିବା ପରେ ଗ୍ରାମବାସୀଙ୍କ ସହାୟତାରେ ପାୟଲକୁ ଉଦ୍ଧାର କରି କେନ୍ଦ୍ରାପଡା ଜିଲ୍ଲା ଚିକିତ୍ସାଳୟକୁ ନେଇଥିଲେ ହsଲେ ସେଠାରେ ଡାକ୍ତର ପାୟଲକୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

   Related Posts