Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ

19/09/2021 at 4:03 PM

ଭୁବନେଶ୍ୱର, ୧୯/୦୯: ଲାଗାତାର ବର୍ଷା କାରଣରୁ ରାଜଧାନୀରେ ପାଣି ଜମି ରହୁଛି । ହେଲେ ବିଏମ୍‌ସି ଏନେଇ କୌଣସି ପଦକ୍ଷେପ ନେଉନାହିଁ । ଯାହା ଫଳରେ ଶତାବ୍ଦୀ ନଗର ଡ୍ରେନ୍‌ ପାଣିରେ ଜଣେ ନାବାଳକ ଭାସି ଯାଇଥିବା ସୂଚନା ମିଳିଛି । ନାବାଳକ ଜଣକ ଟିୟୁସନ୍ ସାରି ଫେରୁଥିବା ବେଳେ ଭାସିଯାଇଥିବା ଜଣାପଡ଼ିଛି ।

ନାବାଳକ ଜଣକ ୧୫ ବର୍ଷ ବୟସ୍କ ହୋଇଥିବା ବେଳେ ତାଙ୍କ ନାମ ଜ୍ୟୋତି ପ୍ରକାଶ ବେହେରା । ଏନେଇ ଅଗ୍ନିଶମ ବିଭାଗକୁ ଜଣାଇବା ପରେ ଉଦ୍ଧାରକାରୀ ଦଳ ଟିମ୍‌ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ଜଣାପଡ଼ିଛି ।  

   Related Posts