Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ନାବାଳକକୁ ଅପହରଣ ଅଭିଯୋଗ ; ପୋଲିସର ତଦନ୍ତ ଆରମ୍ଭ

26/12/2018 at 10:23 AM

ବୌଦ୍ଧ ୨୬|୧୨: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଖଟଖଟିଆଠାରେ ଜଣେ ନାବାଳକଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି । ଅପହୃତ ନାବାଳକ ଜଣକ ହେଲେ କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଭଟବାହାଲି ଗ୍ରାମର ପିକି ଦିଗାଲ । 

ସୂଚନା ଅନୁସାରେ ଗତକାଲି ରାତିରେ ନିଜ ମାମୁଁ ମାଇଁଙ୍କ ସହିତ ଘଣ୍ଟାପଡା ଥାନା ଚାରଭଟା ଗ୍ରାମରୁ ମନମୁଣ୍ଡା ଅଭିମୁଖେ ଏକ କାର୍ ଯୋଗେ ଯାଉଥିଲେ । ହଠାତ୍ ୪ଜଣ ଯୁବକ ବାଇକ୍ ଯୋଗେ ଆସି ଖଟଖଟିଆଠାରେ କାର୍ ଟିକୁ ଅଟକାଇଥିଲେ । ସେମାନଙ୍କୁ ମାଡ ମାରିବା ସହିତ ଉକ୍ତ ନାବାଳକଙ୍କୁ ଅପହରଣ କରିନେଇଥିବା ମନମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି ପରିବାରଲୋକେ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ପରେ କାର୍ ଟିକୁ ଖଟଖଟିଆ ମଦଭାଟି ନିକଟରୁ ଜବତ କରିଛି । ହେଲେ ନାବାଳକ କିମ୍ବା ଅପହରଣକାରୀଙ୍କର କୌଣସି ଖୋଜଖବର ମିଳିନାହିଁ । 

   Related Posts