Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଗାଧୋଇବା ବେଳେ ପୋଖରୀରେ ବୁଡି ନାବାଳକଙ୍କ ମୃତ୍ୟୁ

7/07/2021 at 11:58 AM

କରଞ୍ଜିଆ ୭।୭: ପୋଖରୀରେ ବୁଡି ନାବାଳକଙ୍କ ମତ୍ୟୁ । ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ମହିଳାଶୁଳି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗାଁ ପୋଖରୀରେ ଗାଧାଉଥିବା ବେଳେ ପାଣିରେ ବୁଡି ୧୪ ବର୍ଷ ନାବାଳକଙ୍କ ମୃତ୍ୟୁ ଘଟିଛି । ଅଗ୍ନିଶମ ବାହିନୀ ନାବାଳକଙ୍କୁ ପୋଖରୀରୁ ଉଦ୍ଧାର କରି ଶୁକ୍ରୁଳି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରି ରଖିଛି ।  

   Related Posts