Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଗାଧୋଇବା ବେଳେ ପୋଖରୀରେ ବୁଡି ନାବାଳକଙ୍କ ମୃତ୍ୟୁ

14/11/2020 at 1:04 PM

ଜୟପୁର ୧୪।୧୧: ପୋଖରୀରେ ଗାଧୋଇବା ବେଳେ ପଙ୍କରେ ଲାଗି ୧୨ ବର୍ଷ ଶିଶୁ ପୁତ୍ରର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ବିସିଂହପୁର ଥାନା ଅନ୍ତର୍ଗତ ରଣସପୁର ଗ୍ରାମରେ ।

ସୂଚନା ଅନୁସାରେ ଶନିବାର ସକାଳୁ ଗାଁର ଚୈତନ୍ୟ ତନ୍ତୀଙ୍କ ପୁଅ ନୃସିଂହନାଥ ତନ୍ତୀ ନିଜ ସାଙ୍ଗମାନଙ୍କ ସହ ମିଶି ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ସେହି ସମୟରେ ନୃସିଂହନାଥଙ୍କ ଗୋଡ ପଙ୍କରେ ଲାଗିଯିବାରୁ ସେ ପାଣିରେ ବୁଡି ଯାଇଥିଲେ । ତାଙ୍କ ସାଙ୍ଗମାନେ ଗାଁରେ କହିବା ପରେ ଗ୍ରାମବାସୀ ତାଙ୍କୁ ପାଣିରୁ ଅଚେତ ଅବସ୍ଥାରେ ଉଦ୍ଧାର କରି ବୋରିଗୁମ୍ମା ମେଡ଼ିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଶିଶୁ ପୁତ୍ରର ମୃତ୍ୟୁରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

   Related Posts