Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଘରେ ଶୋଇଥିଲେ, ହଠାତ୍‌ ପହଞ୍ଚିଗଲା ମୃତ୍ୟୁ, ସାପ କାମୁଡ଼ାରେ ନାବାଳକ ମୃତ

30/05/2021 at 8:22 PM

ଚଣ୍ଡିଖୋଲ, ୩୦/୦୫: ବଡ଼ଚଣା ଥାନା ଅନ୍ତର୍ଗତ କୋଲ୍ହାସିଂହ ଗାଁରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ନାବାଳକର ମୃତ୍ୟୁ ଘଟିଛି । ମୃତକ ନାବାଳକ ନୃସିଙ୍ଗ ବାରିକଙ୍କ ପୁଅ ଜିତୁ ବାରିକ(17) ହୋଇଥିବା ଜଣାପଡ଼ିଛି ।
ସୂଚନା ଅନୁଯାୟୀ, ଜିତୁ ଘରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ିଥିଲା । ପରିବାର ଲୋକ ଘଟଣା ବିଷୟରେ ଜାଣିବା ପରେ ତାଙ୍କୁ ତୁରନ୍ତ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରିବା ପାଇଁ ଡାକ୍ତର କହିଥିଲେ । କଟକ ଯିବା ରାସ୍ତାରେ ହିଁ ଜିତୁଙ୍କର ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି । ଜିତୁଙ୍କ ଦେହାନ୍ତରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts