Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଉନ୍ନାଓରେ କ’ଣ କାମୁକଙ୍କ ରାଜୁତି ? ତିନି ବର୍ଷର ଶିଶୁ କନ୍ୟା ବି ବର୍ତ୍ତିଲାନି

7/12/2019 at 3:18 PM

ଉନ୍ନାଓ ୭।୧୨: ଉନ୍ନାଓରେ ଗୋଟିଏ ଘଟଣା ମନରୁ ନଲିଭୁଣୁ ଆଉ ଏକ ଘଟଣା ସାମ୍ମାକୁ ଆସିଛି । ଗତକାଲି ଉନ୍ନାଓ ପୀଡିତାଙ୍କର ମୃତ୍ୟୁ ହୋଇଥିବା ବେଳେ ସେହି ଉନ୍ନାଓରୁ ଆଉ ଏକ ଦୁଷ୍କର୍ମ ଘଟଣା ସାମ୍ନାକୁ ଆସିଛି । ୩ ବର୍ଷର ନାବାଳିକାଙ୍କୁ ଜଣେ ନାବାଳକ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

ଉନ୍ନାଓର ମାଖି ଅଞ୍ଚଳରେ ଘଟିଛି ଏହି ଘଟଣା । ଦୁଷ୍କର୍ମ ଉଦ୍ୟମ ବେଳେ ସ୍ଥାନୀୟ ଲୋକେ ପିଲାଟିକୁ ଉଦ୍ଧାର କରିବା ସହିତ ଅଭିଯୁକ୍ତକୁ ପୋଲିସର ଜିମା ଦେଇଛନ୍ତି । ପୋକ୍ସୋ ଆକ୍ଟ ଆଧାରରେ ଅଭିଯୁକ୍ତକୁ ପୋଲିସ ଗିରଫ କରି ଘଟଣାର ତଦନ୍ତ କରୁଛି ।

   Related Posts