Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ

23/10/2021 at 11:07 AM

କେନ୍ଦୁଝର ୨୩।୧୦: ଶିଶୁକନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି । କେନ୍ଦୁଝର ଜିଲ୍ଲା ସଦର ଥାନା ହଳଦିଆଗୁଣା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଗାଁ ମୁଣ୍ଡ ଏକ ବାଡିରୁ ଶିଶୁର ମୃତଦେହ ମିଳିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗତ ୨୦ତାରିଖରେ କେନ୍ଦୁଝର ଜିଲ୍ଲା ସଦର ଥାନା ହଳଦିଆଗୁଣା ଗାଁର ଶିଶୁ କନ୍ୟା ଲକ୍ଷ୍ମୀ ପୂଜା ଅବସରରେ ହେଉଥିବା ଝୁମର ନାଚ ଦେଖିବାକୁ ଯାଇଥିଲା । ସେବେଠାରୁ ଶୁଶୁକନ୍ୟାଟି ନିଖୋଜ ହୋଇଯାଇଥିଲା । ତେବେ ଶନିବାର ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଶିଶୁଟିକୁ ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ସଦର ଥାନା ପୋଲିସ ।

   Related Posts