Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||

ଚନ୍ଦ୍ରଶେଖରପୁରରେ ୪ ମହଲା କୋଠାରୁ ଡେଇଁ ନାବାଳିକାଙ୍କ ଆତ୍ମହତ୍ୟା ; ପ୍ରେମଜନିତ କାରଣ ସନ୍ଦେହ

31/08/2018 at 3:28 AM

ଭୁବନେଶ୍ୱର ୩୧/୮ : ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଂଚଳରେ ଏକ ଲେଡ଼ିଜ ହଷ୍ଟେଲରେ ଜଣେ ନାବାଳିକା ଆତ୍ମହତ୍ୟା କରିଛନ୍ତି | ନାବାଳିକା ଜଣକ ଲେଡ଼ିଜ ହଷ୍ଟେଲର ୪ ମହଲା କୋଠା ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି | ଆତ୍ମହତ୍ୟା କରିଥିବା ନାବାଳିକା କେନ୍ଦୁଝର ଜିଲ୍ଲାର ବୋଲି ଜଣାପଡିଛି | ସେ ସାମ୍ବାଦିଦକତା ପଢ଼ୁଥିବା ପୋଲିସ କହିଛି | ଆତ୍ମହତ୍ୟାର କାରଣ ଜଣ ପଡିନଥିଲେ ମଧ୍ୟ ଏହା ପ୍ରେମ ଜନିତ ବୋଲି ପ୍ରାଥମିକ ତଦନ୍ତ ପରେ ପୋଲିସ ସନ୍ଦେହ କରୁଛି | ପ୍ରତେକ୍ଷଦର୍ଶୀଙ୍କ କହିବା ଅନୁସାରେ ଏହି ନାବାଳିକା ହଷ୍ଟେଲର ୪ ମହଲା କୋଠା ଉପରକୁ ଦୌଡ଼ି ଦୌଡ଼ି ଆସିଥିଲେ ଏବଂ ସେଠାରୁ ଆଖି ପିଛୁଳାକେ ତଳକୁ ଡେଇଁ ପଡ଼ିଥିଲେ | ଘଟଣାସ୍ଥଳରେ ହିଁ ନାବାଳିକାଙ୍କ ମୃତ୍ୟୁ ହୋଇଥିଲା | ପୋଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି | ନାବାଳିକାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି | ସେମାନେ ପହଂଚିବା ପରେ ସମ୍ପୂର୍ଣ ଘଟଣା ପଦାକୁ ଆସିବା | ନାବାଳିକାଙ୍କ ସହ ହଷ୍ଟେଲରେ ରହୁଥିବା ତାଙ୍କ ବାନ୍ଧବୀ ମାନଙ୍କୁ ମଧ୍ୟ ପୋଲିସ ପଚରାଉଚୁରା କରିଛି |

   Related Posts