Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କୀଟନାଶକ ପିଇ ଛାତ୍ରୀ ଗୁରୁତର

13/07/2018 at 11:02 AM

ଭଦ୍ରକ ବାସୁଦେବପୁରରେ ଅଭାବନୀୟ ଘଟଣା ଘଟିଛି | ବୋତଲରେ ବାଇଗଣ ଗଛ ପାଇଁ ଥିବା କୀଟନାଶକକୁ ପାଣି ଭାବି ପିଇବା ପରେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଗୁରୁତର ହୋଇପଡିଛନ୍ତି | ଛାତ୍ରୀ ଜଣକୁ ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି |

   Related Posts