Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟନା AIIMSର ୩୮୪ ଡାକ୍ତର ଏବଂ ନର୍ସିଂ ଷ୍ଟାଫ୍‌ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ
  • ||
  • ବିଧାୟକ ନରସିଂହ ମିଶ୍ରଙ୍କୁ କରୋନା, ଟ୍ୱିଟ୍‌ କରି ଦେଲେ ସୂଚନା
  • ||
  • କରୋନାକୁ ମାତ୍‌ ଦେଲେ ୨୦୦୯ ଆକ୍ରାନ୍ତ
  • ||
  • ସୁଧୁରୁନି କରୋନା ସ୍ଥିତି, ଆଜି ଭୁବନେଶ୍ଵରରୁ ଚିହ୍ନଟ ହେଲେ ୪୭୬ ପଜିଟିଭ୍
  • ||
  • ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ସବୁ ଧର୍ମାନୁଷ୍ଠାନରେ କଟକଣା, କେବଳ ପୂଜକ ହିଁ କରିପାରିବେ ପୂଜାର୍ଚ୍ଚନା
  • ||
  • ସମ୍ବଲପୁର : ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଘଟଣା, କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା
  • ||
  • ବଲାଙ୍ଗୀର : କରୋନା ସଂକ୍ରମଣ ରୋକିବାରେ ପୋଲିସ-ଜନତାଙ୍କ ସହଭାଗିତା ରହୁ : ଡିଜି ଅଭୟ
  • ||
  • ମାଲକାନଗିରି : ନାରାୟଣପୁରରେ ପୁଣି ମାଓ ହିଂସା, ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଗୁରୁତର
  • ||
  • ପୁରୀ : ଗଠନ ହେଲା ୭ଜଣିଆ ସେବାୟତ କମିଟି, କିଏ ଟିକା ନେଇଛି, କିଏ ନେବ, କାହାର ସ୍ବାସ୍ଥ୍ୟ କିପରି ଅଛି ହେବ ତଦାରଖ
  • ||
  • କେନ୍ଦୁଝର : ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ହାଇୱା, ଘଟଣାସ୍ଥଳରେ ମୃତ୍ୟୁ
  • ||

ବ୍ରହ୍ମପୁରରେ ଷ୍ଟୋଭ ଫାଟି ନାବାଳିକା ଗୁରୁତର

19/10/2018 at 10:15 AM

ବ୍ରହ୍ମପୁର ୧୯/୧୦ : ବ୍ରହ୍ମପୁର ଲାଞ୍ଜିପଲ୍ଲି ମୁଖ୍ୟ ରାସ୍ତା ନିକଟରେ ଅଘଟଣ | ଷ୍ଟୋଭ ଫାଟି ନାବାଳିକା ଗୁରୁତର ହୋଇଥିବା ଜଣାପଡିଛି | ରୋଷେଇ କରୁଥିବା ବେଳେ ଫାଟିଲେ ଷ୍ଟୋଭ | ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଛି |

   Related Posts