Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

କଣ୍ଟେନର ଚାପାରେ ନାବାଳିକାଙ୍କ ମୃତ୍ୟୁ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତା ଅବରୋଧ

6/09/2019 at 10:15 AM

କଳାହାଣ୍ଡି ୬।୯: କଳାହାଣ୍ଡିରେ ବେଦାନ୍ତ କଣ୍ଟେନର ଚାପାରେ ନାବାଳିକାଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥ ନୁନମାଠ ନିକଟରେ ଦୁଘର୍ଟଣା ଘଟିଛି । ଜାତୀୟ ରାଜପଥ ରାସ୍ତା ପାର୍ଶ୍ବରେ ନୁନମାଠ ଅବସ୍ଥିତ । ମୃତକ ବଗାଡର  ୮ବର୍ଷ ବୟସ୍କ ଲଳିତା ମାଝୀ ।

ସୂଚନାଯୋଗ୍ୟ ଯେ, ନୂଆଖାଇ ପାଇଁ ନୁନମାଠ ଆସିଥିଲେ ଲଳିତା । ସକାଳୁ ନାବାଳିକା ରାସ୍ତା ପାର କରୁଥିବା ବେଳେ ଚଢି ଯାଇଥିଲା କଣ୍ଟେନର । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । କ୍ଷତିପୂରଣ ଦାବିରେ ଶବ ରଖି ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି । ଫଳରେ ବଲାଙ୍ଗୀର-ଭବାନୀପାଟଣା ମଧ୍ୟରେ ଯାତାୟତ ବାଧାପ୍ରାପ୍ତ  ହୋଇଛି । ଘଟଣାସ୍ଥଳରେ ପୋଲିସ ପହଚିଂ କଣ୍ଟେନରକୁ ଜବତ କରିଛି ।

   Related Posts