Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ପୋଖରୀରେ ବୁଡି ଶିଶୁକନ୍ୟାର ମୃତ୍ୟୁ

29/04/2021 at 6:03 PM

ପାଟଣା  ୨୯/୦୪ : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖୀରେଇଟାଙ୍ଗିରୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ପୋଖରୀରେ ବୁଡି ୬ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଛି । ମୃତ ଶିଶୁ ହେଲେ ଚନ୍ଦ୍ରମଣି ନାଏକଙ୍କ ଝିଅ ଲତିକା ରାଣୀ ନାଏକ ।

ସୂଚନା ଅନୁସାରେ ଶିଶୁ କନ୍ୟା ନିଜ ଖୁଡି ସହିତ ଘର ପାଖରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିବା ସମୟରେ ବୁଡି ଯାଇଥିଲା । ପରିବାର ଲୋକେ ପୋଖରୀ ଭିତରୁ ଶିଶୁ କନ୍ୟାକୁ  ଉଧାର କରି ଚିକିତ୍ସା ପାଇଁ କେନ୍ଦୁଝର ମେଡିକାଲ କୁ ନେଇଥିଲେ କିନ୍ତୁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ କରାଇଛି । ଏନେଇ ତୁରୁମୁଙ୍ଗା ଥାନା ରେ ୧୩/୨୧ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

   Related Posts