Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ନାବାଳିକାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ! ଜଙ୍ଗଲ ନିକଟରେ ପଡିଛି ମୃତଦେହ

13/11/2020 at 10:13 AM

କାମାକ୍ଷାନଗର ୧୩।୧୧: ନାବାଳିକାଙ୍କୁ ଦୁଷ୍କର୍ମ ଓ ପରେ ପଥରରେ ଛେଚି ହତ୍ୟା ଅଭିଯୋଗ । ଏଭଳି ଲୋମହର୍ଷଣ ଘଟଣା ଘଟିଛି କଙ୍କଡାହାଡ ଥାନା ଖରଖରି ଗ୍ରାମରେ ।

ସୂଚନା ଅନୁସାରେ ଗ୍ରାମର ବିକ୍ରମ ସୋରେନଙ୍କ ୫ ବର୍ଷର ଝିଅ ଗୁରୁବାର ସନ୍ଧ୍ୟା ସମୟରୁ ନିଖୋଜ ଥିଲେ । ଶୁକ୍ରବାର ସକାଳୁ ନାବାଳିକାଙ୍କ ମୃତଦେହ ସ୍ଥାନୀୟ ହାଟପଡିଆ ପଛପାଖ ଥିବା ବୁଦୁ ବୁଦିଆ ଜଙ୍ଗଲ ନିକଟରେ ପଡ଼ିଥିବା ଦେଖିବାକୁ ମିଳିଥିଲା ।

ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ନାବାଳିକାଙ୍କ ବାପା ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିବା ସହ ଝିଅକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି । ଖବର ପାଇ କଙ୍କଡାହାଡ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts